କବିସୂର୍ଯ୍ୟନଗର ଥାନାରେ ହାଜତ ମୃତୁ୍ୟ ଘଟଣା:ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଲା ବିଜେଡି ପ୍ରତିନିଧିମଣ୍ଡଳୀ
କବିସୂର୍ଯ୍ୟନଗର ଥାନା ହାଜତରେ ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତୁ୍ୟବରଣ ହୋଇଥିବା ଘଟଣାରେ ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧିContinue Reading……
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଶିକ୍ଷକ ପଦୋନ୍ନତି ଦୁର୍ନୀତି ମାମଲା ପଦୋନ୍ନତି ତାଲିକା ବାତିଲ ଓ ନିଦେ୍ର୍ଦଶକଙ୍କ ନିଲମ୍ୱନ ଦାବି କଲା ବିଜେଡି
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମ୍ପ୍ରତି କରାଯାଇଥିବା ଶିକ୍ଷକ ପଦୋନ୍ନତି ଓ ବଦଳି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ହୋଇଛି । ଶିକ୍ଷକମାନଙ୍କ ପ୍ରତିContinue Reading……
ନିଟ୍ ଓ ସିବିଏସ୍ଇ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ:ନୈତିକତା ଦୃଷ୍ଟିରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ: ବିଜେଡି
ବିଜେପି ସରକାରକୁ ଆସିବା ଦିନଠୁ ପ୍ରାୟ ସବୁ ପରୀକ୍ଷାରେ ପେପର ଲିକ୍ ହୋଇ ପରୀକ୍ଷା ବାତିଲ ହୋଇଛି । । ବିଗତ ୬ ବର୍ଷ ମଧ୍ୟରେ ଚାରିContinue Reading……
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୯୬% ସମାଧାନ ଦାବିର ସତ୍ୟତା କେତେ: ବିଜେଡି
ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣିରେ ୯୬ ପ୍ରତିଶତ ଲୋକ ସମସ୍ୟା ସମାଧାନ ହେଉଛି ବୋଲି ବିଜେପି ସରକାର ଦାବି କରିଛି । କିନ୍ତୁ ବାସ୍ତବରେ ଏହି ସମସ୍ୟାର କେତେଦୂରContinue Reading……
କବିସୂର୍ଯ୍ୟନଗର ହାଜତ ମୃତୁ୍ୟ ଘଟଣାଅଭିଯୁକ୍ତ ପୋଲିସ୍ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଉ: ବିଜେଡି
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନାରେ ଜଣେ ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କ ସନେ୍ଦହଜନକ ହାଜତ ମୃତୁ୍ୟ ଘଟଣା କେବଳ ଗଞ୍ଜାମ ଜିଲ୍ଲା ନୁହେଁ, ସମଗ୍ର ଓଡ଼ିଶାବାସୀଙ୍କୁ ବିଚଳିତContinue Reading……
ଲୋକଙ୍କୁ ନ୍ୟାୟ ଦେବାରେ ବିଫଳ ପୋଲିସ୍ ପ୍ରଶାସନ ଥାର୍ଡଡିଗ୍ରୀରେ ସଫଳ: ବିଜେଡି
ରାଜ୍ୟରେ ପୋଲିସ୍ ପ୍ରଶାସନର ବର୍ବରତା ସବୁ ସୀମା ଟପିସାରିଲାଣି । ଥାନା ଭିତରେ ଥାର୍ଡଡିଗ୍ରୀ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଘଟୁଥିବା ହିଂସା ଘଟଣାରେContinue Reading……
ବୟସ୍କଙ୍କୁ ଭତ୍ତା ଦେବାରେ ଡବଲ ଇଞ୍ଜିନ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି
ରାଜ୍ୟର ବୟସ୍କ, ଭିନ୍ନକ୍ଷମ ଓ ବିଧବା ମାନଙ୍କୁ ୨ ମାସ ହେଲା ଭତ୍ତା ପ୍ରଦାନ ନ କରି ହନ୍ତସନ୍ତ କରୁଛନ୍ତି ରାଜ୍ୟ ସରକାର । ପ୍ରତିଦିନ ଭତ୍ତାContinue Reading……
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଶିଷ୍ଟ ପରିବେଶବିତ୍ ଡ. ରାଜେନ୍ଦ୍ର ସିଂ ।
ବିଶିଷ୍ଟ ପରିବେଶବିତ୍ ଡ. ରାଜେନ୍ଦ୍ର ସିଂ ନବୀନ ନିବାସରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ମହାନଦୀ ଜଳ ବଣ୍ଟନ ସମସ୍ୟା ସମ୍ପର୍କContinue Reading……
ବରଗଡ ଧନୁଯାତ୍ରାର ସ୍ୱାଗତ ତୋରଣ ଭାଙ୍ଗିଯିବା ଘଟଣା:ସାଂସଦ ପ୍ରଦୀପ ପୁରୋହିତ ଆଣିଥିବା ଆର୍ଥିକ ଅନିୟମିତତା ଅଭିଯୋଗର ତଦନ୍ତ କରନ୍ତୁ ମୋହନ ସରକାର: ବିଜେଡି
ଗତ ଦୁଇ ବର୍ଷ ହେଲା ସାରା ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା, ଆଇନଶୃଙ୍ଖଳା ବିପର୍ଯ୍ୟୟ ଆଦି ଦୈନଦିନ ଘଟଣାରେ ପରିଣତ ହେଲାଣି । ପୂର୍ବରୁ ସାଧାରଣ ଲୋକେContinue Reading……








