ଘୋଷଣା ହେଲା ବିଜେପିର ପ୍ରାର୍ଥୀ ତାଲିକା । ରାଜ୍ୟର ୨୧ ଲୋକସଭା ଆସନରୁ ୧୮ ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ । ତେବେ ନଜର ପକାନ୍ତୁ କେଉଁ ଆସନରୁ କିଏ ହେଲେ ବିଜେପି ଲୋକସଭା ପ୍ରାର୍ଥୀ ?
କେଉଁ ଆସନରୁ କିଏ ?
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
କେଉଁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
କେନ୍ଦ୍ରାପଡ- ବୈଜୟନ୍ତ ପଣ୍ଡା
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
କୋରାପୁଟ – କାଲେରାମ ମାଝୀ
ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଦିଲ୍ଲୀରୁ ଆସିବା ପରେ ଟିକଟ ଘୋଷଣା ହେବା ନେଇ ସଙ୍କେତ ଦେଇଥିଲେ । ଆଉ ବର୍ତ୍ତମାନ ସମୟରେ ପ୍ରାର୍ଥୀଙ୍କ ତାଲିକା ଘୋଷଣା ହେଲା ।

