ବିଜେଡି ସରକାରରେ ସେମିକଣ୍ଡକ୍ଟର ପ୍ରତିଷ୍ଠା ପାଇଁ ପ୍ରକି୍ରୟା ଆରମ୍ଭ ହୋଇଥଲା: ଦେବୀ ମିଶ୍ର
ଓଡିଶାରେ ସେମିକଣ୍ଡକ୍ଟର ୟୁନିଟ ସ୍ଥାପନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ପ୍ରକି୍ରୟା ଆରମ୍ଭ କରିଥିଲେ । ଆଜି ଶଙ୍ଖ ଭବନଠାରେContinue Reading……
ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି
କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଅଞ୍ଚଳରେ ଜଣେ ଦଳିତ ନାବାଳିକାର ଗଣଦୁଷ୍କର୍ମ ସାମ୍ନାକୁ ଆସିବା ପରେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ମହିଳା ଅସୁରକ୍ଷିତ ହୋଇପଡ଼ିଥିବା ଅଭିଯୋଗContinue Reading……
ନିର୍ବାଚନରେ ସ୍ୱଚ୍ଛତା ପ୍ରତିପାଦନ କରିବାରେ ନିର୍ବାଚନ କମିସନ ବିଫଳ: ବିଜେଡି
୮ ମାସ ତଳେ ବିଜୁ ଜନତା ଦଳ ତରଫରୁ ଗତ ନିର୍ବାଚନରେ ପରିଲକ୍ଷିତ ଭୋଟ ଅସଙ୍ଗତିକୁ ନେଇ ନିର୍ବାଚନ କମିସନରଙ୍କ ନିକଟରେ ତଥ୍ୟ ପ୍ରଦାନ କରାଯାଇ ଉତ୍ତରContinue Reading……
ଛାତ୍ରୀ ଓ ନାରୀ ସୁରକ୍ଷା ପ୍ରସଙ୍ଗରେ ଛାତ୍ର ଓ ଯୁବ ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ଆନେ୍ଦାଳନ ଜାରି
ବିଜୁ ଛାତ୍ର ଓ ଯୁବ ଜନତା ଦଳର ଘୋଷଣା ଆଧାରରେ ଅଗଷ୍ଟ ୧ ରୁ ୮ ତାରିଖ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ନ୍ୟାୟContinue Reading……
ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କି୍ରୟତା ପାଇଁ ଜଳୁଛିଛାତ୍ରୀଙ୍କ ଜୀବନ: ବିଜେଡି
ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତୁ୍ୟ ଘଟଣା, ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲାContinue Reading……
ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି
ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବାContinue Reading……
ସୌମ୍ୟାଶ୍ରୀ ମୃତୁ୍ୟକୁ ନେଇ ଦୁଇ ଏବିଭିପି ସଦସ୍ୟଙ୍କ ଗିରଫ ଘଟଣାବିଜେପି ଷଡଯନ୍ତ୍ରକାରୀ, ଏବିଭିପି ହତ୍ୟାକାରୀ: ବିଜେଡି
ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ଦୁଇ ଜଣ କଲେଜ ଛାତ୍ର ତଥା ଏବିଭିପି ସଦସ୍ୟଙ୍କ ଗିରଫ ପରେ ଏବିଭିପି ଓ ବିଜେପିର ମୁଖା ଖୋଲିଯାଇଛି ବୋଲିContinue Reading……
ନାରୀ ଓ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ମାଷ୍ଟରକ୍ୟାଣ୍ଟନ ଛକରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ବିକ୍ଷୋଭ
ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନାରୀ ସୁରକ୍ଷା ପାଇଁ ଓ ହତ୍ୟାକାରୀ ସଂଗଠନ ଏବିଭିପି ବିରୋଧରେ ବିକ୍ଷୋଭ କରାଯାଇଥିଲା ।Continue Reading……
ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ ପ୍ରସଙ୍ଗ: ଛାତ୍ରୀ ଓ ନାରୀ ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ରଣହୁଙ୍କାର
ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ପୂର୍ବ ଘୋଷଣା ଅନୁଯାୟୀ ଅଗଷ୍ଟ ୧ରୁ ୮ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ଏଫ୍ଏମ୍Continue Reading……









