ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି
ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବାContinue Reading……
ସୌମ୍ୟାଶ୍ରୀ ମୃତୁ୍ୟକୁ ନେଇ ଦୁଇ ଏବିଭିପି ସଦସ୍ୟଙ୍କ ଗିରଫ ଘଟଣାବିଜେପି ଷଡଯନ୍ତ୍ରକାରୀ, ଏବିଭିପି ହତ୍ୟାକାରୀ: ବିଜେଡି
ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ଦୁଇ ଜଣ କଲେଜ ଛାତ୍ର ତଥା ଏବିଭିପି ସଦସ୍ୟଙ୍କ ଗିରଫ ପରେ ଏବିଭିପି ଓ ବିଜେପିର ମୁଖା ଖୋଲିଯାଇଛି ବୋଲିContinue Reading……
ନାରୀ ଓ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ମାଷ୍ଟରକ୍ୟାଣ୍ଟନ ଛକରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ବିକ୍ଷୋଭ
ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନାରୀ ସୁରକ୍ଷା ପାଇଁ ଓ ହତ୍ୟାକାରୀ ସଂଗଠନ ଏବିଭିପି ବିରୋଧରେ ବିକ୍ଷୋଭ କରାଯାଇଥିଲା ।Continue Reading……
ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ ପ୍ରସଙ୍ଗ: ଛାତ୍ରୀ ଓ ନାରୀ ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ରଣହୁଙ୍କାର
ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ପୂର୍ବ ଘୋଷଣା ଅନୁଯାୟୀ ଅଗଷ୍ଟ ୧ରୁ ୮ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ଏଫ୍ଏମ୍Continue Reading……
ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର: ବିଜେଡି
ରାଜ୍ୟ ସରକାରଙ୍କ ଅପରାଗତା ଲାଗି ଗତ ଏକ ବର୍ଷ ମଧ୍ୟରେ ୧୩ଟି ପରୀକ୍ଷାରେ ପରିଚାଳନାଗତ ତ୍ରୁଟି ଓ ପ୍ରଶ୍ନପତ୍ର ପ୍ରଘଟ ଲାଗି ଛାତ୍ର ସମାଜ ହତୋତ୍ସାହିତ ହୋଇଥିଲାContinue Reading……
ସଂଖ୍ୟାଲଘୁ ସମ୍ପ୍ରଦାୟ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଦୁର୍ଭାଗ୍ୟଜନକ: ବିଜେଡି
ନାରୀ ନିର୍ଯାତନାକୁ ନେଇ ସମଗ୍ର ରାଜ୍ୟ ଉଦ୍ବିଗ୍ନ ଥିଲାବେଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଘଟଣାରେ ପୋଲିସ୍ ଏତଲା ଗ୍ରହଣ ନ କରିବାContinue Reading……
ଅଗଷ୍ଟ ୧ରୁ ୧୪ ପର୍ୟ୍ୟନ୍ତ ଦୁଇ ପର୍ୟ୍ୟାୟରେ ଛାତ୍ର ଓ ଯୁବ ବିଜେଡିର ଆନ୍ଦୋଳନ
ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା, ବିଶେଷକରି ଛାତ୍ରୀ ଓ ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି ଅଭିଯୋଗରେ ବିଜୁ ଜନତା ଦଳ ଆନ୍ଦୋଳନ କରି ଆସୁଥିବା ବେଳେContinue Reading……
ଜନଜାତି ଛାତ୍ରଛାତ୍ରୀଙ୍କ ଅଧିକାର ଓ ସୁରକ୍ଷା ପାଇଁ ଆଇନ ପରିବର୍ତ୍ତନର ଆବଶ୍ୟକ ଅଛି: ବିଜେଡି
ବିଜୁ ଜନତା ଦଳ ଆଜି ଜାତୀୟ ଜନଜାତି ଆୟୋଗ (ଏନସିଏସ୍ଟି) ନିକଟରେ ଏକ ଦାବିପତ୍ର ଦାଖଲ କରିଛି, ଯେଉଁଥିରେ ଓଡ଼ିଶାର ଏସସି ଓ ଏସଟି ସ୍କୁଲ ହଷ୍ଟେଲ୍Continue Reading……
ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ଛାତ୍ରାବାସରେ ଯୌନ ଅତ୍ୟାଚାର ଘଟଣାଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁବିଜେଡିର ଦାବିପତ୍ର ପ୍ରଦାନ
ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯାତନା ବୃଦ୍ଧି ପାଇଥିବା ଯୋଗୁଁ ବିଜୁ ଜନତା ଦଳ ତରଫରୁ ଶନିବାର ଦକ୍ଷିଣ ପଶ୍ଚିମାଞ୍ଚଳContinue Reading……








